• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୯ମୀ ଦିବା ୦୩.୧୪ ଗତେ ୧୦ମୀ ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Pisces

ମୀନ

Wednesday 17 Apr 2024

ପୂ,ଭାଦ୍ରପଦ- ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ବ୍ୟବସାୟରେ ଲାଭଜନକ ହେବ । ପୂର୍ବରୁ କରିଥିବା କର୍ମ ପାଇଁ ପୁରସ୍‌ୃତ ହୋଇପାରନ୍ତି । ରହୁଥିବା ସ୍ଥାନ ପରିବର୍ତନ କରିପାରନ୍ତି

ଉ,ଭାଦ୍ରପଦ- ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଧାର୍ଯ୍ୟ କରିଥିବା ଲକ୍ଷ ପୂରଣ କରିବେ ।

ରେବତୀ- ମାଲିମକନ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନକୁ ସୃଷ୍ଟି ହେବ । ନିଜର ବାସସ୍ଥାନ କରିବା ପାଇଁ ନୂତନ ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି ।

ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :