• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୯ମୀ ଦିବା ୦୩.୧୪ ଗତେ ୧୦ମୀ ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Wednesday 17 Apr 2024

ମୃଗଶିରା- ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।

ଆଦ୍ରା- ବହୁତ ଅଯଥା ଭ୍ରମଣ କରିବାକୁ ପଡିପାରେ । ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ସମାଜ ସେବାରେ ସ୍ୱନାମ ପାଇବେ ।

ପୁନର୍ବସୁ- ଜମିଜମା ଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । କୈାଣସି ଧର୍ମାନୁଷ୍ଠାନରେ ମୁଖିଆ ଭାବରେ ଦାୟିତ୍ୱ ତୁଲାଇ ପାରନ୍ତି । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :