• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th April 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଧନ ପ୍ରାପ୍ତିର ଯୋଗ ରହିଛି

ସୈାର ମେଷ ମାସ ଚୈତ୍ର ଶୁକ୍ଳପକ୍ଷ। ଇଂରାଜୀରେ ୧୭ ତାରିଖ ବୁଧବାର । ଚନ୍ଦ୍ର- କର୍କଟ ଅହୋରାତ୍ର,ତିଥି- ୯ମୀ ଦିବା ୦୩.୧୪ ଗତେ ୧୦ମୀ ଘାତଚନ୍ଦ୍ର- ନାସ୍ତି,ଘାତବାର- କର୍କଟ ରାଶିର ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Wednesday 17 Apr 2024

ମଘା- ବ୍ୟବସାୟ-ବାଣିଜ୍ୟ ଆଶାନୁରୂପ ଫଳ ପ୍ରାପ୍ତି ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ପଡିବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍

ପୂ,ଫାଲଗୁନି- କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ଲାଭବାନ୍ ହେବେ । ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଘର୍ଷ କରି ବିଜୟ ଲାଭ ପାଇବେ ।

ଉ,ଫାଲଗୁନି- ଜମି ବିବାଦୀୟ ପରିସି୍ଥତି ଭିନ୍ନରୂପ ନେଇପାରେ ।ଧନ ପ୍ରାପ୍ତି ଆଦି ଶୁଭଫଳ ମଧ୍ୟ ପାଇବେ । ସାଂସ୍କୃତିକ କାର‌୍ୟ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :