Daily Horoscope 17th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..
/odishatv-khabar/media/media_files/uploadimage/library/16_9/16_9_0/IMAGE_1740453354-232924.jpg)
ବାସସ୍ଥାନ ବା ଯାନବାହନ ପାଇଁ ଖର୍ଚ୍ଚାନ୍ତ ହୋଇପାରନ୍ତି । କୌଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କୌଣସି କାରଣରୁ ମନ ଭଲ ରହିବ ନାହିଁ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
