Daily Horoscope 17th August 2023: ଚାକିରିରେ ପଦୋନ୍ନତି ହୋଇପାରେ, ଶୁଭ ଖବର ମିଳିପାରେ...
/odishatv-khabar/media/media_files/uploadimage/library/16_9/16_9_0/IMAGE_1692241060-208119.jpg)
ସୌର ସିଂହ ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୧୭ ତାରିଖ ଗୁରୁବାର, ଚନ୍ଦ୍ର- କର୍କଟ ଦିବା ୦୪.୫୭ ଗତେ ସିଂହ ତିଥି – ପ୍ରତିପଦ ସନ୍ଧ୍ୟା ୦୫.୩୫ ଗତେ ୨ୟା ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ – ସନ୍ଧ୍ୟା ୦୫.୩୫ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
