• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th August 2023: ଚାକିରିରେ ପଦୋନ୍ନତି ହୋଇପାରେ, ଶୁଭ ଖବର ମିଳିପାରେ...

ସୌର  ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୧୭ ତାରିଖ ଗୁରୁବାର, ଚନ୍ଦ୍ର- କର୍କଟ ଦିବା ୦୪.୫୭ ଗତେ ସିଂହ ତିଥି – ପ୍ରତିପଦ ସନ୍ଧ୍ୟା ୦୫.୩୫ ଗତେ ୨ୟା ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ – ସନ୍ଧ୍ୟା ୦୫.୩୫ ଗତେ  ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ

Taurus

ବୃଷ

Thursday 17 Aug 2023

କୃତିକା  - ନିଜ ସ୍ୱାସ୍ଥ୍ୟକୁ ନେଇକି ଅଧିକ ଚିନ୍ତା କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ଗରିବ ଲୋକଙ୍କୁ ଖୁସି ମନରେ ଦାନ ଧର୍ମ କରନ୍ତୁ
ରୋହିଣୀ – ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମାଜ କଲ୍ୟାଣ, ମନ୍ଦିର ମାନଙ୍କରେ ଯୋଗଦାନ କରି ପ୍ରଂଶସିତ ହେବେ 
ମୃଗଶିରା – ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ଆପଣଙ୍କ ହସମୁଖ ସ୍ୱଭାବ ଅନ୍ୟ ମାନଙ୍କୁ ଖୁସି ରଖିବ । ନିଜର ଧନ ସମ୍ପତ୍ତିକୁ  ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ

ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :