• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th August 2023: ଚାକିରିରେ ପଦୋନ୍ନତି ହୋଇପାରେ, ଶୁଭ ଖବର ମିଳିପାରେ...

ସୌର  ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୧୭ ତାରିଖ ଗୁରୁବାର, ଚନ୍ଦ୍ର- କର୍କଟ ଦିବା ୦୪.୫୭ ଗତେ ସିଂହ ତିଥି – ପ୍ରତିପଦ ସନ୍ଧ୍ୟା ୦୫.୩୫ ଗତେ ୨ୟା ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ – ସନ୍ଧ୍ୟା ୦୫.୩୫ ଗତେ  ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ

Aquarius

କୁମ୍ଭ

Thursday 17 Aug 2023

ଧନିଷ୍ଠା- ଶରୀର ସୁସ୍ଥ ରହିବ । ପାରିବାରିକ ଜୀବନରେ ସୁଖ ଶାନ୍ତିର ବାତାବରଣ ରହିବ । ବ୍ୟବସାୟ କ୍ଷେତ୍ରରେ ଆୟର ସ୍ରୋତ ବୃଦ୍ଧି ହେବା ସହିତ ଆଶାତୀତ ଫଳ ପାଇବେ ।
ଶତଭିଷା- କର୍ମକ୍ଷେତ୍ରରେ ଅଧିକ ଚାପ ଯୋଗୁ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ ।
ପୂ,  ଭାଦ୍ରପଦ- ରାଜନୈତିକ ଜୀବନରେ ଶତ୍ରୁ ବୃଦ୍ଧି ଦେଖାଦେବ । କ୍ରୀଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ । ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :