• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th August 2023: ଚାକିରିରେ ପଦୋନ୍ନତି ହୋଇପାରେ, ଶୁଭ ଖବର ମିଳିପାରେ...

ସୌର  ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୧୭ ତାରିଖ ଗୁରୁବାର, ଚନ୍ଦ୍ର- କର୍କଟ ଦିବା ୦୪.୫୭ ଗତେ ସିଂହ ତିଥି – ପ୍ରତିପଦ ସନ୍ଧ୍ୟା ୦୫.୩୫ ଗତେ ୨ୟା ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ – ସନ୍ଧ୍ୟା ୦୫.୩୫ ଗତେ  ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ

Virgo

କନ୍ୟା

Thursday 17 Aug 2023

ଉ , ଫାଲଗୁନୀ – ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ  
ହସ୍ତା – ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ଉନ୍ନତି କରିବେ । ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । 
ଚିତ୍ରା – ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକରାତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।

ପ୍ରତିକାର -   ତ୍ରିପୁରା ସୁନ୍ଦରୀଙ୍କର  ପୂଜା, ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :