• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th August 2023: ଚାକିରିରେ ପଦୋନ୍ନତି ହୋଇପାରେ, ଶୁଭ ଖବର ମିଳିପାରେ...

ସୌର  ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୧୭ ତାରିଖ ଗୁରୁବାର, ଚନ୍ଦ୍ର- କର୍କଟ ଦିବା ୦୪.୫୭ ଗତେ ସିଂହ ତିଥି – ପ୍ରତିପଦ ସନ୍ଧ୍ୟା ୦୫.୩୫ ଗତେ ୨ୟା ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ – ସନ୍ଧ୍ୟା ୦୫.୩୫ ଗତେ  ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ

Libra

ତୁଳା

Thursday 17 Aug 2023

ଚିତ୍ରା- ସହକର୍ମୀଙ୍କ ପରାମର୍ଶ କ୍ରମେ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ଆନୁଷ୍ଠାନିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି । କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। 
ସ୍ୱାତୀ- ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ଜମିଜମା କ୍ଷେତ୍ରରେ କାର‌୍ୟ୍ୟ ସାଧିତ ହେବ ।  ଅର୍ଥ ସମ୍ପର୍କିତ ବିବାଦ ବୃଦ୍ଧି ପାଇବ । ପରୋକ୍ଷ ଶତ୍ରୁତା କେତେକ କାମକୁ ଦେଖା ଦେଇପାରେ।
ବିଶାଖା- ଦୀର୍ଘ ସମୟ ଅତିକ୍ରାନ୍ତ ପରେ ଖୋଜୁଥିବା ଜିନିଷ ହଠାତ୍ ପାଇଯିବେ। ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ନିଜର କଥା ଓ ବ୍ୟବହାରରେ ସଂଯମତା ଅବଲମ୍ବନ କଲେ ଉପକୃତ ହୋଇପାରିବେ

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ଜଳ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :