• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th August 2023: ଚାକିରିରେ ପଦୋନ୍ନତି ହୋଇପାରେ, ଶୁଭ ଖବର ମିଳିପାରେ...

ସୌର  ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୧୭ ତାରିଖ ଗୁରୁବାର, ଚନ୍ଦ୍ର- କର୍କଟ ଦିବା ୦୪.୫୭ ଗତେ ସିଂହ ତିଥି – ପ୍ରତିପଦ ସନ୍ଧ୍ୟା ୦୫.୩୫ ଗତେ ୨ୟା ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ – ସନ୍ଧ୍ୟା ୦୫.୩୫ ଗତେ  ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ

Sagittarius

ଧନୁ

Thursday 17 Aug 2023

ମୂଳା- ସନ୍ତୁଳିତ ଖାଦ୍ୟ ବଜାୟ ରଖିବାକୁ ଚେଷ୍ଟା କରିବା ଉଚିତ । ପରିବାର ସଦସ୍ୟଙ୍କ ସହ ଯୁକ୍ତିତର୍କ ହୋଇପାରେ । ବିବାହିତ ଜୀବନରେ କିଛି ସମସ୍ୟା ସୃଷ୍ଟି ହୋଇପାରେ   
ପୂ, ଷାଢା- କର୍ମକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ଚେଷ୍ଟା କରିବେ । । ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପ୍ରତିଯୋଗିତା ପରୀକ୍ଷାରେ ଭଲ କରିବେ

ଉ,  ଷାଢା-  ନେତା ବା ଉଚ୍ଚପଦସ୍ଥ  ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଗୃହସମସ୍ୟାକୁ ସମାଧାନ କରି ଧନ ସମ୍ପତିକୁ ଆୟତ କରିପାରିବେ 

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :