Daily Horoscope 17th August 2023: ଚାକିରିରେ ପଦୋନ୍ନତି ହୋଇପାରେ, ଶୁଭ ଖବର ମିଳିପାରେ...

ସୌର  ସିଂହ  ମାସ ଶ୍ରାବଣ (ଶୁଦ୍ଧ)ଶୁକ୍ଳପକ୍ଷ। ଇଂରାଜୀରେ ୧୭ ତାରିଖ ଗୁରୁବାର, ଚନ୍ଦ୍ର- କର୍କଟ ଦିବା ୦୪.୫୭ ଗତେ ସିଂହ ତିଥି – ପ୍ରତିପଦ ସନ୍ଧ୍ୟା ୦୫.୩୫ ଗତେ ୨ୟା ଘାତ ଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ଘାତ ବାର – ତୁଳା ଓ କୁମ୍ଭ ପୁଷ୍କର ଦୋଷ – ସନ୍ଧ୍ୟା ୦୫.୩୫ ଗତେ  ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ

Aries

ମେଷ

Thursday 17 Aug 2023

ଅଶ୍ୱନୀ- ବ୍ୟବସାୟୀମାନେ ଧୈର୍ଯ୍ୟର ସହିତ ସେମାନଙ୍କର କାର୍ଯ୍ୟ କରିବା ଆବଶ୍ୟକ । ଆପଣ ନିଜ କାର୍ଯ୍ୟରେ କିଛି ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି ତେବେ ଏହି ସମୟ ଲାଭଦାୟକ ହେବ  
ଦ୍ୱିଜା- ଚାକିରି କ୍ଷେତ୍ରରେ ପଦୋନ୍ନତି ଆଶା କରିପାରନ୍ତି । ଆପଣଙ୍କର ଜ୍ଞାନ ଏବଂ ଉପସ୍ଥିତ ବୁଦ୍ଧି ଆପଣଙ୍କୁ ସମସ୍ତ ସମସ୍ୟା ଦୂର କରିବାରେ ସାହାଯ୍ୟ କରିବ  
କୃତିକା-  ପିତୃପୁରୁଷଙ୍କ ସମ୍ପତ୍ତି ପାଇ ପାରିବେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । ରାଜନୀତି ମାମଲାରେ ଶୁଭ ସମାଚାର ମିଳିପାରେ 

ପ୍ରତିକାର -  ନୃସିଂହଙ୍କର ଗାୟିତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :