• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି ।

Taurus

ବୃଷ

Saturday 17 Aug 2024

କୃତିକା - ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ ।

ରୋହିଣୀ – ସଭା ସମିତିରେ କୌଣସି କଥାରେ ଆପଣଙ୍କ ସପକ୍ଷରେ ଯିବ ନାହିଁ । ଶିକ୍ଷାତ୍ରୀମାନେ ଦେଇଥିବା ପରୀକ୍ଷାରେ କୃତକାର‌୍ୟ୍ୟ ହେବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ ।

ମୃଗଶିରା – ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।

ପ୍ରତିକାର – ମା’ କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :