• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି ।

Aquarius

କୁମ୍ଭ

Saturday 17 Aug 2024

ଧନିଷ୍ଠା- ଶାରିରୀକ ଉନ୍ନତି ଆସିବ । କର୍ମକ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ଶତଭିଷା- ପ୍ରେମକ୍ଷେତ୍ରରେ ସମୟ ହସଖୁସିରେ ବିତିବ । ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ଧାତୁ ପଦାର୍ଥ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ଲାଭବାନ୍ ହେବେ।

ପୂ, ଭାଦ୍ରପଦ- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳାମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :