• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି ।

Pisces

ମୀନ

Saturday 17 Aug 2024

ପୂ, ଭାଦ୍ରପଦ- ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟାହତ ହେବ। ସରକାରୀ ସଂସ୍ଥା କାମରେ ସହଯୋଗ କରି ପାରନ୍ତି । ଶିକ୍ଷା କ୍ଷେତ୍ରରେ କୌଣସି ଶୁଭ ସମାଚାର ମଧ୍ୟ ମିଳିପାରେ ।

ଉ, ଭାଦ୍ରପଦ- କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି । ନେତା ବା ଉଚ୍ଚପଦସ୍ଥ ଅଧୀକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ ।

ରେବତୀ- ପଡି ରହିଥିବା ପୁରୁଣା ଧନ ଲାଭ କରିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ । ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ । ଯେତେ ଭଲ କାମ କରିଲେ ଅନ୍ୟ ମାନେ ଦୋଷ ଖୋଜିବୁଲିବେ।

ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :