• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି ।

Gemini

ମିଥୁନ

Saturday 17 Aug 2024

ମୃଗଶିରା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।

ଆଦ୍ରା- ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଆନୁଷ୍ଠାନିକ କାମହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ ।

ପୁନର୍ବସୁ- କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳାମାନଙ୍କ ପାଇଁ ଦିନଟି ମହତ୍ୱପୂର୍ଣ୍ଣ ରହିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :