• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି ।

Leo

ସିଂହ

Saturday 17 Aug 2024

ମଘା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକାପ୍ରେମିକମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଅସହାୟ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ।

ପୂ- ଫାଲ୍‌ଗୁନୀ- ଶିକ୍ଷାର୍ଥୀମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ।

ଉ- ଫାଲ୍‌ଗୁନୀ- କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :