• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି ।

Libra

ତୁଳା

Saturday 17 Aug 2024

ଚିତ୍ରା- ସମସ୍ତ ଦୁଶ୍ଚିନ୍ତା ଦୂର ହେବା ସହ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାରମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ।

ସ୍ୱାତୀ- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କଳା, ଚଳଚ୍ଚିତ୍ର କ୍ଷେତ୍ରରେ ଆଗେଇବେ ।

ବିଶାଖା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ରାଜନୈତିକ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।

ପ୍ରତିକାର – ଭଗବାନ ଶ୍ରୀ ରାମଙ୍କ ଫଟୋକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :