• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି ।

Scorpio

ବିଛା

Saturday 17 Aug 2024

ବିଶାଖା – ପ୍ରେମୀଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି । ଅଧିକାଂଶ ସମୟ ମନ ଭାରାକ୍ରାନ୍ତ ରହିବା କାରଣରୁ ଯାହା ନ କହିବା କଥା ତାହା କହି ସମସ୍ୟାକୁ ଡାକି ଆଣିବେ ।

ଅନୁରାଧା – ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧୁତ୍ୱ ସୃଷ୍ଟି ହୋଇପାରେ।

ଜ୍ୟେଷ୍ଠା – ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ମହିଳା ଅଧିକ ସମୟ ପିଲାଙ୍କ ସହିତ ବିତାଇବେ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :