• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th August 2024: ଏହି ରାଶିର ବ୍ୟକ୍ତିଙ୍କୁ ମିଳିବ ବଡ଼ ସଫଳତା...

କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ପିଲାମାନେ ଅସୁସ୍ଥତା ବଶତଃ କର୍ତ୍ତବ୍ୟରେ ତ୍ରୁଟି କରିପାରନ୍ତି ।

Sagittarius

ଧନୁ

Saturday 17 Aug 2024

ମୂଳା- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର‌୍ୟ୍ୟ ହାସଲ କରିବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ।

ପୂ, ଷାଢା- ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଜାଗା, ଜମି, ବାହନ ଆଦି କ୍ରୟ କରିବେ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ଭାବନା ରହିଛି ।

ଉ, ଷାଢା- ଶିକ୍ଷା ଦୃଷ୍ଟିରୁ ପିଲାମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳାମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ।

ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :