• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଦିବା ୦୨.୦୩ ଗତେ କନ୍ୟା ତିଥି- ୯ମୀ ରାତ୍ରି ୦୩.୪୧ ଗତେ ୧୦ମୀ ଘାତ ଚନ୍ଦ୍ର- ବୃଷ, ଦିବା ୦୨.୦୩ ଗତେ ବୃଷ ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ –୨ ପାଦ ଦିବା ୦୯.୧୬ ଗତେ ୧ପାଦ - କୃଷିହାନୀ-ଭୂମି ଦାନ

Taurus

ବୃଷ

Friday 16 Dec 2022

କୃତିକା - ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।

ରୋହିଣୀ – ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କୈାଣସି କାରଣରୁ ମନ ଭଲ ରହିବ ନାହିଁ ।

ମୃଗଶିରା – ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ବ୍ୟବସାୟ ତଥା ପରିବହନରେ ସଫଳତା ମିଳିବ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :