• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଦିବା ୦୨.୦୩ ଗତେ କନ୍ୟା ତିଥି- ୯ମୀ ରାତ୍ରି ୦୩.୪୧ ଗତେ ୧୦ମୀ ଘାତ ଚନ୍ଦ୍ର- ବୃଷ, ଦିବା ୦୨.୦୩ ଗତେ ବୃଷ ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ –୨ ପାଦ ଦିବା ୦୯.୧୬ ଗତେ ୧ପାଦ - କୃଷିହାନୀ-ଭୂମି ଦାନ

Gemini

ମିଥୁନ

Friday 16 Dec 2022

ମୃଗଶିରା - ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ । ପରିବାରରେ ତିକ୍ତତା ଦେଖାଦେଇ ପାରେ । ବ୍ୟବସାୟରେ ବଡ ବ୍ୟବସାୟୀଙ୍କ ସହ ହାତ ମିଳାଇବେ ।

ଆଦ୍ରା – ରାଜନିତିରେ ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ମହିଳା ମାନେ କୈାଣସି ସଭାରେ ସମ୍ମାନିତ ହେବେ । କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସପଂର୍କ ସ୍ଥାପନ କରିବେ ।

ପୁନର୍ବସୁ - ଛାତ୍ରଛାତ୍ରୀ ମାନେ ପଢାରେ ଅଗ୍ରଗତି କରିବେ । ଜମିଜମାକୁ ନେଇ କୋର୍ଟର ଦ୍ୱାରସ୍ଥ ହେବେ 

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :