• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଦିବା ୦୨.୦୩ ଗତେ କନ୍ୟା ତିଥି- ୯ମୀ ରାତ୍ରି ୦୩.୪୧ ଗତେ ୧୦ମୀ ଘାତ ଚନ୍ଦ୍ର- ବୃଷ, ଦିବା ୦୨.୦୩ ଗତେ ବୃଷ ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ –୨ ପାଦ ଦିବା ୦୯.୧୬ ଗତେ ୧ପାଦ - କୃଷିହାନୀ-ଭୂମି ଦାନ

Cancer

କର୍କଟ

Friday 16 Dec 2022

ପୁନର୍ବସୁ - ସନ୍ତାନ ହେତୁକ ଚିନ୍ତା ଦୂର ହେବା ସମ୍ଭାବନା ରହିଛିି । ବ୍ୟବସାୟ, ବାଣିଜ୍ୟରେ ସବୁ ସମସ୍ୟାର ସମାଧାନ ହୋଇଯିବ ।

ପୁଷ୍ୟା – ସାମାଜିକ ସ୍ତରରେ ସ୍ଥଗିତ କାମକୁ ସମ୍ପୂର୍ଣ୍ଣ କରିବା ପାଇଁ ନିଷ୍ପତି ନେବେ । ପିଲାଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ । ଅଫିସ୍‌ରେ ସବୁକାମ ସମ୍ଭାଳି ନେବେ ।

ଅଶ୍ଳେଷା - ଈଛା ନଥିରେ ମଧ୍ୟ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହୋଇପାରନ୍ତି । ବିବାଦୀୟ ପରିସ୍ଥିତି ଗୁରୁତ୍ୱର ହେବ ନାହିଁ ।

ପ୍ରତିକାର – ଜଳ ସ୍ରୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :