• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଦିବା ୦୨.୦୩ ଗତେ କନ୍ୟା ତିଥି- ୯ମୀ ରାତ୍ରି ୦୩.୪୧ ଗତେ ୧୦ମୀ ଘାତ ଚନ୍ଦ୍ର- ବୃଷ, ଦିବା ୦୨.୦୩ ଗତେ ବୃଷ ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ –୨ ପାଦ ଦିବା ୦୯.୧୬ ଗତେ ୧ପାଦ - କୃଷିହାନୀ-ଭୂମି ଦାନ

Leo

ସିଂହ

Friday 16 Dec 2022

ମଘା – ଏଭଳି ବ୍ୟକ୍ତିଙ୍କ ସହ ମିଶିବେ ଯିଏ ଆପଣଙ୍କ ନୂଆ କାମରେ ସାହାର୍ଯ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ 

ପୂ , ଫାଲଗୁନୀ - ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ସାମାଜିକ ସ୍ଥିତି ବଜାୟ ରହିବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର୍ଯ୍ୟ ହେବେ ।

ଉ ,ଫାଲଗୁନୀ – ଆପଣଙ୍କ କଳାତ୍ମକ ବଢିପାରେ । ଆଇନ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ ।

ପ୍ରତିକାର – କୁଳ ଦେବତାଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :