• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଦିବା ୦୨.୦୩ ଗତେ କନ୍ୟା ତିଥି- ୯ମୀ ରାତ୍ରି ୦୩.୪୧ ଗତେ ୧୦ମୀ ଘାତ ଚନ୍ଦ୍ର- ବୃଷ, ଦିବା ୦୨.୦୩ ଗତେ ବୃଷ ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ –୨ ପାଦ ଦିବା ୦୯.୧୬ ଗତେ ୧ପାଦ - କୃଷିହାନୀ-ଭୂମି ଦାନ

Virgo

କନ୍ୟା

Friday 16 Dec 2022

ଉ , ଫାଲଗୁନୀ – ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ପାରିବାରିକ କ୍ଷେତ୍ରରେ ପାରିପାର୍ଶିକ ପରିସ୍ଥିତି ଭଲ ରହିବାରୁ ଖୁସି ରହିବେ ।

ହସ୍ତା – ଆପଣଙ୍କ କାର୍ଯ୍ୟକଳାପରେ ଅସନ୍ତୁଷ୍ଟ ହୋଇ ସମ୍ପର୍କୀୟ ପଛରେ ସମାଲୋଚନା କରିପାରନ୍ତି । ଛାତ୍ରଛାତ୍ରୀ ମାନେ ପରିଶ୍ରମୀ ହେବେ ।

ଚିତ୍ରା – କଚେରି ମାମଲା କାରଣରୁ ଉଦ୍‌ବେଗ ବୃଦ୍ଧି ପାଇବ । ମହିଳା ମାନେ ସମସ୍ୟାରେ ରହିବ ।

ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :