• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଦିବା ୦୨.୦୩ ଗତେ କନ୍ୟା ତିଥି- ୯ମୀ ରାତ୍ରି ୦୩.୪୧ ଗତେ ୧୦ମୀ ଘାତ ଚନ୍ଦ୍ର- ବୃଷ, ଦିବା ୦୨.୦୩ ଗତେ ବୃଷ ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ –୨ ପାଦ ଦିବା ୦୯.୧୬ ଗତେ ୧ପାଦ - କୃଷିହାନୀ-ଭୂମି ଦାନ

Scorpio

ବିଛା

Friday 16 Dec 2022

ବିଶାଖା – ବ୍ୟବସାୟରେ ତ୍ରିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ । ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ

ଅନୁରାଧା – କର୍ମକ୍ଷେତ୍ରରେ ଯେଉଁ କାର‌୍ୟ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପିଲାମାନେ ରୋଗାକ୍ରାନ୍ତ ହେବେ

ଜ୍ୟେଷ୍ଠା – କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :