• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2022: ଏହି ରାଶିର ବ୍ୟକ୍ତିଙ୍କୁ ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ

ସୈାର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶନିବାର ଚନ୍ଦ୍ର – କନ୍ୟା ଦିବା ୦୨.୦୩ ଗତେ କନ୍ୟା ତିଥି- ୯ମୀ ରାତ୍ରି ୦୩.୪୧ ଗତେ ୧୦ମୀ ଘାତ ଚନ୍ଦ୍ର- ବୃଷ, ଦିବା ୦୨.୦୩ ଗତେ ବୃଷ ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ –୨ ପାଦ ଦିବା ୦୯.୧୬ ଗତେ ୧ପାଦ - କୃଷିହାନୀ-ଭୂମି ଦାନ

Capricorn

ମକର

Friday 16 Dec 2022

ଉ , ଷାଢା - ପରିବାରରେ ଖର୍ଚ୍ଚର ପରିମାଣ ବୃଦ୍ଧି ପାଉଥିବାରୁ ମନରେ ସରସ୍ୱତା ରହିବ ନାହିଁ । ଅବଶ୍ୟ ନିଜର କାର୍ଯ୍ୟଦକ୍ଷତା ହେତୁ ବନ୍ଧୁ ମାନଙ୍କ ଗହଣରେ ପ୍ରଂଶସିତ ହେବେ 

ଶ୍ରବଣା – ରାଜନିତିରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟ , ପରିବହନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ । ଶିକ୍ଷାର୍ଥୀ ମାନଙ୍କୁ ଟିକେ କଷ୍ଟ କରିବା ପାଇଁ ପଡିପାରେ

ଧନିଷ୍ଠା – ପିତାମାତାଙ୍କ ଓ ସହଯୋଗ ପାଇବେ । କୋର୍ଟର ଶୁଣାଳୀରେ ମନ ଆନନ୍ଦିତ ରହିବ । 

ପ୍ରତିକାର – ଶାରଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :