Daily Horoscope 17th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନପ୍ରାପ୍ତିର ଯୋଗ...
/odishatv-khabar/media/media_files/uploadimage/library/16_9/16_9_0/Horoscope_1702089689-613633.jpg)
ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ ରବିବାର । ଚନ୍ଦ୍ର- ମକର ଦିବା ୦୩.୪୪ ଗତେ କୁମ୍ଭ । ତିଥି- ୫ମୀ ସନ୍ଧ୍ୟା ୦୫.୩୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୩.୪୪ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
