• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନପ୍ରାପ୍ତିର ଯୋଗ...

ସୌର ଧନୁମାସ  ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ  ରବିବାର । ଚନ୍ଦ୍ର- ମକର ଦିବା ୦୩.୪୪ ଗତେ କୁମ୍ଭ । ତିଥି- ୫ମୀ ସନ୍ଧ୍ୟା ୦୫.୩୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୩.୪୪ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Taurus

ବୃଷ

Sunday 17 Dec 2023

କୃତିକା- ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା  ପ୍ରସ୍ତୁତ କରିପାରନ୍ତି । ପେସାଦାର ବ୍ୟବସାୟଙ୍କୁ ଅଚାନକ ଧନଲାଭ ହୋଇପାରେ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ ।

ରୋହିଣୀ- ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ବାକି ପଡିଥିବା ଅର୍ଥକୁ କୈାଶଳରେ ଆଦାୟ କରିବାକୁ ସମର୍ଥ  ହେବେ । ଈଶ୍ୱରଙ୍କ ସାଧନାରେ ଲିପ୍ତ ରହିବେ ।

ମୃଗଶିରା- ବିରୋଧୀ ମାନଙ୍କ ପ୍ରତି ସାବଧାନ ରୁହନ୍ତୁ । ବାଟରେ ଯିବା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ । ବାଧ୍ୟତାବଶତଃ ଆନୁଷ୍ଟାନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର-ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ