• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନପ୍ରାପ୍ତିର ଯୋଗ...

ସୌର ଧନୁମାସ  ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ  ରବିବାର । ଚନ୍ଦ୍ର- ମକର ଦିବା ୦୩.୪୪ ଗତେ କୁମ୍ଭ । ତିଥି- ୫ମୀ ସନ୍ଧ୍ୟା ୦୫.୩୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୩.୪୪ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Aquarius

କୁମ୍ଭ

Sunday 17 Dec 2023

ଧନିଷ୍ଠା- ପରିବାର ସଦସ୍ୟଙ୍କ ସହିତ ଆପଣଙ୍କର ଆଚରଣ ଭଲ ରହିବ । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ ।

ଶତଭିଷା- ଶିକ୍ଷାରେ ପ୍ରଗତି ହେବାରେ ସମ୍ଭାବନା ଅଛି । ରାଜନିତିରେ ବିଶେଷ ବ୍ୟକ୍ତିଙ୍କ ଠାରୁ ପରାମର୍ଶ ନିଅନ୍ତୁ । ଆଚାର ବ୍ୟବହାର , କଥାବାର୍ତାରେ ଆୟତ ନ ରଖିଲେ ଅସୁବିଧାରେ ପଡିପାରନ୍ତି ।

ପୂ,ଭାଦ୍ରପଦ- ଆପଣଙ୍କୁ ନିଜ ପ୍ରତିଭାରୁ ଯଥେଷ୍ଟ ଲାଭ ମିଳିବ । ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ ।  ଜମି ସମସ୍ୟା ସମାଧାନ ହେବ । ଆପଣ ନିଜ କାମରେ ସଫଳତା ପାଇବେ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର- ହନୁମାନ ଚାଳିଶା ପାଠ କରନ୍ତୁ