• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନପ୍ରାପ୍ତିର ଯୋଗ...

ସୌର ଧନୁମାସ  ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ  ରବିବାର । ଚନ୍ଦ୍ର- ମକର ଦିବା ୦୩.୪୪ ଗତେ କୁମ୍ଭ । ତିଥି- ୫ମୀ ସନ୍ଧ୍ୟା ୦୫.୩୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୩.୪୪ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Leo

ସିଂହ

Sunday 17 Dec 2023

ମଘା- କର୍ମ କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ହେତୁ ଉଚ୍ଚ ସାଫଲ୍ୟ ପ୍ରାପ୍ତି ହେବ । ସାସ୍କୃତିକ  ପରିବେଶରେ ଯୋଗ ଦାନ କରିପାରନ୍ତି । ପାରିବାରିକ ଜୀବନ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।

ପୂ,ଫାଲଗୁନି- ରାଜନିତିରେ ଆଲୋଚନାରେ ନିଜକୁ ସାମିଲ କରିବେ । କର୍ମକ୍ଷେତ୍ରରେ ସନ୍ଦେହଜନକ ବାତାବରଣ ମଧ୍ୟରେ ଅଣନିଶ୍ୱାସୀ ହେବାକୁ ପଡିପାରେ । କେତେକ କ୍ଷେତ୍ରରେ ସଂଘର୍ଷମୟ ପରିସ୍ଥିତିର ଦୃଢ ମୁକାବିଲା କରିବାକୁ ପଡିପାରେ ।

ଉ,ଫାଲଗୁନି- ଅଭାବି  ଲୋକଙ୍କୁ ସାହାର‌୍ୟ୍ୟ ସହଯୋଗର ହାତ ବଢାଇବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । କୌଣସି ଦୂର ସ୍ଥାନକୁ ତିର୍ଥ ଯାତ୍ରାର ସୁଯୋଗ ପାଇବେ । ଆପଣଙ୍କ ଆୟ ପୂର୍ବ ପରି ରହିବ । 

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧

ପ୍ରତିକାର- ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ