• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନପ୍ରାପ୍ତିର ଯୋଗ...

ସୌର ଧନୁମାସ  ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ  ରବିବାର । ଚନ୍ଦ୍ର- ମକର ଦିବା ୦୩.୪୪ ଗତେ କୁମ୍ଭ । ତିଥି- ୫ମୀ ସନ୍ଧ୍ୟା ୦୫.୩୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୩.୪୪ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Virgo

କନ୍ୟା

Sunday 17 Dec 2023

ଉ, ଫଳଗୁନି- ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜରୁରୀ କାମ ମିତ୍ରଙ୍କ ସହାୟତାରେ ପୂରଣ କରିବେ । ବ୍ୟକ୍ତିଙ୍କ ମନଭାବକୁ ଶୀଘ୍ର ବୁଝିନେବେ ।

ହସ୍ତା- ରାଜନୀତିରେ ରହି ଲୋକଙ୍କୁ ସହଯୋଗର ମନବୃତି ପୋଷଣ କରିବେ । ଛାତ୍ରଛାତ୍ରୀମାନେ ଉଚ୍ଚ ଶିକ୍ଷା ପାଇଁ ସୁଯୋଗ ପାରିପାରନ୍ତି । କର୍ମ କ୍ଷେତ୍ରରେ ସବୁ କାର୍ଯ୍ୟ ସୁରୁଖୁରୁରେ ହେଇଯିବ ।

ଚିତ୍ରା- ନିଜ ପରିସରରେ ସବୁ କିଛିକୁ ହାଲୁକା ଭାବେ ଗ୍ରହଣ କରିଲେ ଅସୁବିଧାରେ ପଡିପାରନ୍ତି । ଆବଶ୍ୟକତା ପୂରଣ କରିବା ସକାଶେ ଟଙ୍କା, ପଇସା ଧାର କରିପାରନ୍ତି ।

ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫

ପ୍ରତିକାର -  ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ