• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନପ୍ରାପ୍ତିର ଯୋଗ...

ସୌର ଧନୁମାସ  ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ  ରବିବାର । ଚନ୍ଦ୍ର- ମକର ଦିବା ୦୩.୪୪ ଗତେ କୁମ୍ଭ । ତିଥି- ୫ମୀ ସନ୍ଧ୍ୟା ୦୫.୩୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୩.୪୪ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Libra

ତୁଳା

Sunday 17 Dec 2023

ଚିତ୍ରା- ବ୍ୟବସାୟୀଙ୍କୁ ଅଚାନକ ଧନ ଲାଭ ହୋଇପାରେ । ଆପଣ ଅଜ୍ଞାତ ବିପଦର ସମ୍ମୁଖିନ ହୋଇପାରନ୍ତି । କର୍ମ ତତ୍ପରତା ହେତୁ ଆଗେଇ ଚାଲିବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିବେ । 

ସ୍ୱାତୀ- ରାଜନୀତିରେ ସାହାସିକ ପଦକ୍ଷେପ ନେଇ ଆଗକୁ ଅତିକ୍ରମ କରିବେ ।  ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ସାମାଜିକ କାର୍ଯ୍ୟରେ ଆପଣଙ୍କ ରୁଚି ବଢିବ । ଖେଳାଳିଙ୍କ ଲାଗି ଦିନଟି ଭଲ ରହିବ । 

ବିଶାଖା- ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର-ଶିବଙ୍କର ଦର୍ଶନ କରନ୍ତୁ