• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନପ୍ରାପ୍ତିର ଯୋଗ...

ସୌର ଧନୁମାସ  ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ  ରବିବାର । ଚନ୍ଦ୍ର- ମକର ଦିବା ୦୩.୪୪ ଗତେ କୁମ୍ଭ । ତିଥି- ୫ମୀ ସନ୍ଧ୍ୟା ୦୫.୩୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୩.୪୪ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Scorpio

ବିଛା

Sunday 17 Dec 2023

ବିଶାଖା- ପାରିବାରିକ ଜୀବନ ସୁଖମୟ ରହିବ । ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ଅଫିସ୍ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଆମଦାନି ବୃଦ୍ଧି ହେବାର ସମ୍ଭାବନା ରହିଛି । 

ଅନୁରାଧା- ରାଜନୀତିରେ ଚାପରେ ଗତିକରିବେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । ଅଫିସରେ ଲାଗିରହିଥିବା ଅଶାନ୍ତିର ସମାପ୍ତି ହେବ । 

ଜ୍ୟେଷ୍ଠା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ଛାତ୍ରଛାତ୍ରୀ ମାନେ ଖେଳକୁଦ ରେ ରୁଚି ବଢାଇବେ ।

ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯

ପ୍ରତିକାର- ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ  ପାଠ କରନ୍ତୁ