• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Dec 2023: ଏହି ରାଶିର ବ୍ୟକ୍ତିଙ୍କ ପାଇଁ ଧନପ୍ରାପ୍ତିର ଯୋଗ...

ସୌର ଧନୁମାସ  ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୧୭ ତାରିଖ  ରବିବାର । ଚନ୍ଦ୍ର- ମକର ଦିବା ୦୩.୪୪ ଗତେ କୁମ୍ଭ । ତିଥି- ୫ମୀ ସନ୍ଧ୍ୟା ୦୫.୩୩ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ସିଂହ ରାଶିର, ଦିବା ୦୩.୪୪ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମେଷ ରାଶିର । ପୁଷ୍କର ଦୋଷ- ୧ପାଦ-କୃଷିହାନି-ଭୂମିଦାନ ।

Capricorn

ମକର

Sunday 17 Dec 2023

ଉ, ଷାଢା- ବ୍ୟବସାୟ କ୍ଷେତ୍ରରେ ପରିବର୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । କଠିନ ପରିଶ୍ରମ କରିବା ଦ୍ୱାରା ଯଶ ମାନ ସମ୍ମାନ ମିଳିବ । 

ଶ୍ରବଣା- ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପରିସି୍ଥତିରେ ପଡି ଅନ୍ୟମାନଙ୍କୁ ଭୁଲ ବୁଝିବେ । ପ୍ରସାଶନିକ ସ୍ତରରେ ଅଭିଯୋଗ ଆସିପାରେ । ଅଚାନକ କୌଣସି ପୁରୁଣା ବନ୍ଧୁ ଦେଖାହେବେ ।

ଧନିଷ୍ଠା- କୋର୍ଟ ମାମଲାରେ ଲାଭ ହେବ । ମହିଳା ମାନେ ଉଚ୍ଚ ଶିକ୍ଷା ଗ୍ରହଣ କରିବେ । ବିବାହିତ ସମ୍ବନ୍ଧୀୟ କଥାବାର୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି  ଅଧିକ ପଇସା ଖର୍ଚ୍ଚ କରିପାରନ୍ତି ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର - ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ