Daily Horoscope 17th December 2024: ଆଜି ଏହି ରାଶିର ବ୍ୟକ୍ତି ପ୍ରେମରେ ସଫଳତା ପାଇବେ
/odishatv-khabar/media/media_files/uploadimage/library/16_9/16_9_0/IMAGE_1734407170-187077.jpg)
ସୌର ଧନୁ ମାସ ପୌଷ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ମଙ୍ଗଳବାର । ଚନ୍ଦ୍ର-ମିଥୁନ ସନ୍ଧ୍ୟା ୦୬.୪୮ ଗତେ କର୍କଟ,ତିଥି-୨ୟା ଦିବା ୧୦.୫୬ ଗତେ ୩ୟା,ଘାତଚନ୍ଦ୍ର- କନ୍ୟା ରାଶିର ସନ୍ଧ୍ୟା ୦୬.୪୮ ପର୍ଯ୍ୟନ୍ତ,ପୁଷ୍କର ଦୋଷ- ୩ ପାଦ-କୃଷି, ପଶୁ ଓ ବଂଶହାନି-ଭୂମି, ଅନ୍ନ ଓ ତିଳକାଞ୍ଚନ ଦିବା ୧୦.୫୬ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୨.୪୫ ଗତେ ୧ ପାଦ-କୃଷିହାନି-ଭୂମିଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
