• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Feb 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ।

Aquarius

କୁମ୍ଭ

Monday 17 Feb 2025

ଧନିଷ୍ଠା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।

ଶତଭିଷା- ଚାକିରିରେ ପ୍ରାଧ୍ୟନତା ମିଳିବ । ରାଜନୀତିରେ ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । କ୍ରୀଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ ।

ପୂ,ଭାଦ୍ରପଦ- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ନାସ୍ତି ।