କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ।
ପୂ,ଭାଦ୍ରପଦ- ପାରିବାରିକ ସମସ୍ୟା ମଧ୍ୟ ସମାଧାନ ହୋଇଯିବ । ଆଜିର ଦୂରଯାତ୍ରା ସଫଳ ହେବ ଓ ଲକ୍ଷ୍ୟ ହାସଲରେ ସମର୍ଥ ହୋଇପାରିବେ। ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ରୋଗରେ କଷ୍ଟ ପାଇବେ
ଉ,ଭାଦ୍ରପଦ- ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ସରକାରୀ କାମରେ ସଫଳତା ପାଇବେ । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟକୁ ହାତକୁ ନେବେ
ରେବତୀ- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ । ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ଘରକୁ ସଜାଡିବାରେ ବହୁତ ସମୟ ନେଇପାରନ୍ତି
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ନାସ୍ତି ।