କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ।
ମୃଗଶିରା- କାର୍ଯ୍ୟ କ୍ଷେତ୍ରରେ କୁଶଳତାପୂର୍ବକ ନିଜର ଅଭିଳାଷ ପୂରଣ କରିବେ । ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ଚାକିରିରେ ତୀକ୍ଷ୍ମ ବୃଦ୍ଧିମତାର ପରିଚୟ ଦେବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ
ଆଦ୍ରା- ବୈବାହିକ ଜୀବନରେ ମଧୁରତା ଆସିପାରେ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ସାମାଜିକ ସ୍ତରରେ ପ୍ରଂଶସିତ ହୋଇପାରନ୍ତି । ଛାତ୍ରଛାତ୍ରୀ ମାନ ଉଚ୍ଚଭିଳାଷୀ ହେବେ ।
ପୁନର୍ବସୁ- ସୁଖ, ସମୃଦ୍ଧି ବଢିବ, ମହିଳାମାନେ ସମ୍ମାନୀୟ ହେବେ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଜନା ପ୍ରସ୍ତୁତ କରିପାରନ୍ତି ।
ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ନାସ୍ତି ।