• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Feb 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ।

Cancer

କର୍କଟ

Monday 17 Feb 2025

ପୁନର୍ବସୁ- ବାରମ୍ବାର ଅସଫଳତା କାରଣ ଖୋଜିବାକୁ ଯାଇ ମାନସିକ ଦ୍ୱନ୍ଦରେ ପଡିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ପିତାମାତାଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସ୍ଥିର ଅବସ୍ଥା ଲାଗି ରହିବ

ପୁଷ୍ୟା- ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନୀତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ।

ଅଶ୍ଲେଷା- ପୂର୍ବରୁ ଅର୍ଜିତ କରିଥିବା ସମ୍ପତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ନାସ୍ତି ।