କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ।
ମଘା- ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇ ଭାଙ୍ଗିଯାଇଥିବା ସପଂର୍କ ପୁନର୍ବାର ଯୋଡି ହୋଇପାରେ । ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ । ବ୍ୟବସାୟ, ବାଣିଜ୍ୟରୁ ଭଲ ଲାଭ ପାଇବେ କିନ୍ତୁ ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିବ ।
ପୂ,ଫାଲଗୁନି- ରାଜଦଳୀୟ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ ।ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି
ଉ,ଫାଲଗୁନି- ଅଦାଲତରୁ ଶୁଭଫଳ ପାଇବେ । ମହିଳା ମାନେ ବନ୍ଧୁଙ୍କ ସାମନାରେ ମନକଥା ଖୋଲିକି କହିବେ । ଧର୍ମକାର୍ଯ୍ୟରେ ଖର୍ଚ୍ଚ କରିପାରନ୍ତି । ନିଜର ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।
ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ପୂଜା କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧
କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ନାସ୍ତି ।