• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Feb 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ।

Virgo

କନ୍ୟା

Monday 17 Feb 2025

ଉ,ଫଳଗୁନି- ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ପ୍ରେମୀଯୁଗଳ ଏକାନ୍ତରେ ସମୟ କାଟିବେ

ହସ୍ତା- ପ୍ରତିଯୋଗୀତାରେ ସଫଳ ହେବେ । ଉଚ୍ଚ ଶିକ୍ଷା ପାଇଁ ଭଲ ସୁଯୋଗ ପାଇବେ । ପ୍ରିୟ ବ୍ୟକ୍ତିଙ୍କ ପାଇଁ ସଠିକ୍ ମାର୍ଗରେ ବହୁତ କିଛି କରିବାକୁ ଚାହିଁବେ ।

ଚିତ୍ରା- ଖୋଳାଳି ମାନେ ଉତ୍ତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ

ପ୍ରତିକାର - ମିଠା ଖାଇ ଘରୁ ବାହରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ନାସ୍ତି ।