କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ।
ଚିତ୍ରା- ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।
ସ୍ୱାତୀ- ପ୍ରେମ ସମ୍ପର୍କ ମଜବୁତ ରହିବ । ଅଫିସରେ ସହଯୋଗୀ ଆପଣଙ୍କ ବିଚାର ଦ୍ଵାରା ପ୍ରଭାବିତ ହେବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ରଛାତ୍ରୀମାନେ ଅଧିକ ସମୟ ଖେଳରେ କଟାଇବେ
ବିଶାଖା- ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।
ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ନାସ୍ତି ।