• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Feb 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ।

Scorpio

ବିଛା

Monday 17 Feb 2025

ବିଶାଖା- ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ସାମାନ୍ୟ ଚିନ୍ତା ଦେଖାଦେବ। କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ

ଅନୁରାଧା- କାର୍ଯ୍ୟଦକ୍ଷିତା ପ୍ରଦର୍ଶନ କରି ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ । ସମାଜ ସେବା ଓ ରାଜନୀତିରେ ସୁନାମ ଅର୍ଜନ କରିପାରବେ । ପୂର୍ବ ବ୍ୟବସାୟ ଚୁକ୍ତିରୁ ଆପଣଙ୍କୁ ଅଚାନକ ଲାଭ ହେବ

ଜ୍ୟେଷ୍ଠା- ଆୟରଉତ୍ସ ବୃଦ୍ଧି ପାଇବା ଫଳରେ , ଯଥେଷ୍ଟ ଅର୍ଥ ସାମାଜିକ ଏବଂ ଶୁଭକାର‌୍ୟ୍ୟରେ ଖର୍ଚ୍ଚ କରି ପାରନ୍ତି । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ନାସ୍ତି ।