• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th Feb 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ।

Sagittarius

ଧନୁ

Monday 17 Feb 2025

ମୂଳା- ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ନୂତନ ଲୁଗା ବ୍ୟବସାୟ ପାଇଁ ଯୋଜନା କରିବେ । କର୍ମକ୍ଷେତ୍ରରେ ସବୁ କାର୍ଯ୍ୟକୁ ନିଜ ହାତକୁ ନେଇ ଶେଷ କରିବେ।

ପୂ,ଷାଢା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।

ଉ,ଷାଢା- ପରିବାର ମାମଲା ଘରେ ହିଁ ସମାଧାନ ହୋଇଯିବ । ମହିଳାମାନେ ଆନନ୍ଦମୟ ମୁହୂର୍ତ କାଟିବେ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ ।

ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ନାସ୍ତି ।