କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ।
ଉ,ଷାଢା- ପରିବାରରେ ଆନନ୍ଦ ଉଲ୍ଲାସର ପରିବେଶ ରହିବ । ଘରକୁ ବନ୍ଧୁ ଆସିପାରନ୍ତି । କୌଣସି ବିବାଦୀୟ କଥାରେ ମୁଣ୍ଡ ନ ପୁରେଇବା ଭଲ କ୍ଷ କାରବାରରେ ଆପଣଙ୍କର ବହୁତ ଲାଭ ହେବ।
ଶ୍ରବଣା- ରାଜନୀତି କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ମ ବୁଦ୍ଧିମତାର ପରିଚୟ ଦେବେ । ଅଫିସ କାମରେ ବ୍ୟସ୍ତ ରହି ପାରନ୍ତି ।
ଧନିଷ୍ଠା- ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ ।
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ନାସ୍ତି ।