Daily Horoscope 17th Feb 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ।

Aries

ମେଷ

Monday 17 Feb 2025

ଅଶ୍ୱନୀ- ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।

ଦ୍ୱିଜା- ରାଜନିତିରେ ସତ୍ୟବାଦି ହେବେ । ଲେଖାପଢାରେ ଧନ ଅର୍ଜନ କରିବେ । କାମ ଗୁଡିକ ସୁରୁଖୁରୁରେ ହେଇଯିବ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ

କୃତିକା- ଚାକିରୀ କ୍ଷେତ୍ରରେ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରନ୍ତି । ନୂଆ ଯାନବାହନ କିଣିବେ । ମହିଳା ମାନଙ୍କୁ ପୂର୍ଣ୍ଣ ସମର୍ଥନ ମିଳିବ ।

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ସୋମବାର । ଚନ୍ଦ୍ର- କନ୍ୟା ସନ୍ଧ୍ୟା ୦୬.୦୨ ଗତେ ତୁଳା । ତିଥି- ୫ମୀ ନିଶାନ୍ତ ୦୪.୫୩ ଗତେ ୬ଷ୍ଠୀ ।ଘାତଚନ୍ଦ୍ର- ବୃଷ ରାଶିର ସନ୍ଧ୍ୟା ୦୬.୦୨ ପର୍ଯ୍ୟନ୍ତ। ଘାତବାର- ମିଥୁନ ରାଶିର। ପୁଷ୍କର ଦୋଷ- ନାସ୍ତି ।