• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇପାରେ...

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର, ଚନ୍ଦ୍ର – ଧନୁ ରାତ୍ରି ୦୧.୪୭ ଗତେ ମକର, ତିଥି – ୧୨ଶୀ ରାତ୍ରି ୧୧.୩୬ ଗତେ ୧୩ଶୀ, ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୧.୪୭ ଗତେ ସିଂହ, ଘାତ ବାର-ବିଛା , ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୮.୨୭ ଗତେ ୨ ପାଦ

Taurus

ବୃଷ

Friday 17 Feb 2023

କୃତିକା- ସ୍ୱାସ୍ଥ୍ୟ ପ୍ରାୟତଃ ଠିକ୍ ରହିବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା କଷ୍ଟକର ହୋଇ ପଡିବ । ସନ୍ତାନଙ୍କ ପାଇଁ ଚିନ୍ତିତ ରହିବେ । ପାରିବାରିକ ଜୀବନରେ ସବୁ ପରିସ୍ଥିତିକୁ ସାମ୍ନା କରିବେ ।
ରୋହିଣୀ- ପ୍ରେମିକା, ପ୍ରେମିକମାନେ ନିକଟସ୍ଥ ସ୍ଥାନକୁ ଭ୍ରମଣ କରିବାକୁ ଯାଇ ଆନନ୍ଦ ଅନୁଭବ କରିବେ । ରାଜନୈତିକ କ୍ଷେତ୍ରରେ ସଫଳତା ପାଇ ପ୍ରଂଶସିତ ହେବେ ।    
ମୃଗଶିରା- କୌଣସି ନୂତନ କାମ କରୁଥିଲେ ସେଥିରେ ବିଜୟୀ ହେବେ । ସ୍ଥଗିତଥି ବା କାମଟି ପୂରଣ ହେବା ପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ ।    

ପ୍ରତିକାର – ମା କମଳାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ    

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :