• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇପାରେ...

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର, ଚନ୍ଦ୍ର – ଧନୁ ରାତ୍ରି ୦୧.୪୭ ଗତେ ମକର, ତିଥି – ୧୨ଶୀ ରାତ୍ରି ୧୧.୩୬ ଗତେ ୧୩ଶୀ, ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୧.୪୭ ଗତେ ସିଂହ, ଘାତ ବାର-ବିଛା , ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୮.୨୭ ଗତେ ୨ ପାଦ

Pisces

ମୀନ

Friday 17 Feb 2023

ପୂ, ଭାଦ୍ରପଦ- ନିଜ ଲୋକ ସାହାଯ୍ୟ କରିବେ । ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । କର୍ମକ୍ଷେତ୍ରରେ ଉନ୍ନତିକର କାର୍ଯ୍ୟ କରିବେ ।
ଉ, ଭାଦ୍ରପଦ- ଗଠନ ମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବ । ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ଦୂରେଇ ଯିବା ଫଳରେ ଶତ୍ରୁମାନେ ଦୁର୍ବଳ ହେବେ । 
ରେବତୀ - ଛାତ୍ରଛାତ୍ରୀମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ । ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ରାଜନୀତିରେ ଆର୍ଥିକ ଲାଭ ହୋଇପାରେ

ପ୍ରତିକାର – ବୃହସ୍ପତିଙ୍କର ବିଜ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :