• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇପାରେ...

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର, ଚନ୍ଦ୍ର – ଧନୁ ରାତ୍ରି ୦୧.୪୭ ଗତେ ମକର, ତିଥି – ୧୨ଶୀ ରାତ୍ରି ୧୧.୩୬ ଗତେ ୧୩ଶୀ, ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୧.୪୭ ଗତେ ସିଂହ, ଘାତ ବାର-ବିଛା , ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୮.୨୭ ଗତେ ୨ ପାଦ

Gemini

ମିଥୁନ

Friday 17 Feb 2023

ମୃଗଶିରା- ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ସାମାଜିକ ପ୍ରତିଷ୍ଠା ବଢିପାରେ । ଦାମ୍ପତ୍ୟ ଜୀବନରେ ଆଶାଜନକ ଫଳପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ ।     
ଆଦ୍ରା- ବନ୍ଧୁ ବାନ୍ଧବଙ୍କ ସ୍ୱାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । କଳା, ସାହିତ୍ୟ, ସଂଗୀତ ଇତ୍ୟାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ଲାଭବାନ୍ ହେବେ ।
ପୁନର୍ବସୁ- ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ମିତ୍ରଙ୍କ ଦ୍ୱାରା ସହାୟତା ମିଳିବ । ଜ୍ଞାନ- ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶମାନ ପ୍ରତିଷ୍ଠା କରିବେ ।

ପ୍ରତିକାର – ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :