• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 17th February 2023: ଆଜି ଏହି ରାଶିର ବ୍ୟକ୍ତିଙ୍କ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇପାରେ...

ସୈାର କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୧୭ ତାରିଖ ଶୁକ୍ରବାର, ଚନ୍ଦ୍ର – ଧନୁ ରାତ୍ରି ୦୧.୪୭ ଗତେ ମକର, ତିଥି – ୧୨ଶୀ ରାତ୍ରି ୧୧.୩୬ ଗତେ ୧୩ଶୀ, ଘାତ ଚନ୍ଦ୍ର – ତୁଳା, କୁମ୍ଭ ରାତ୍ରି ୦୧.୪୭ ଗତେ ସିଂହ, ଘାତ ବାର-ବିଛା , ଧନୁ ଓ ମୀନ, ପୁଷ୍କର ଦୋଷ – ୧ ପାଦ-ପଶୁସମ୍ପଦ ନାଶ- ଅନ୍ନଦାନ ରାତ୍ରି ୦୮.୨୭ ଗତେ ୨ ପାଦ

Leo

ସିଂହ

Friday 17 Feb 2023

ମଘା-  ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହୋଇପାରେ । ଜାଗା , ଜମି ଗୃହପୋକରଣ କ୍ରୟ କରିବେ । ନୂତନ କର୍ମ ଆରମ୍ଭ କରିବାର ସୁଯୋଗ ପାଇବେ ।
ପୂ- ଫାଲ୍‌ଗୁନୀ- ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ରହିବ । ବିଦ୍ୟାରେ ଶୁଭ ଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳତା ହାସଲ କରିବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ ।
ଉ- ଫାଲ୍‌ଗୁନୀ- ଉତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ରହିଛି । ପିଲାମାନଙ୍କ ସହ ଖୁସିଗପ କରିବାର ମଉକା ପାଇବେ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :